or_tn/eph/05/22.md

581 B

Connecting Statement:

ପାଉଲ ବୁଝାଇବାକୁ ଆରମ୍ଭ କରୁଛନ୍ତି ଯେ ଖ୍ରୀଷ୍ଟିୟାନମାନେ କିପରି ପରସ୍ପରର ବଶୀଭୂତ ହେବା ଉଚିତ (ଏଫିସୀୟ ୫:୨୧) I ସେ ସ୍ତ୍ରୀ ଓ ସ୍ବାମୀମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କରି କହୁଛନ୍ତି ଯେ ସେମାନେ ପରସ୍ପର ପ୍ରତି କିପରି ବ୍ୟବହାର କରିବା ଉଚିତ I