or_tn/jhn/05/25.md

952 B

Truly, truly

ଏହାକୁ ଏପରି ଭାବରେ ଅନୁବାଦ କର ଯେପରି ତୁମର ଭାଷା ଗୁରୁତ୍ବ ଦେବ ଯେ ନିମ୍ନଲିଖିତ ବିଷୟ ଗୁରୁତ୍ବପୂର୍ଣ୍ଣ ଓ ସତ୍ୟ ଅଟେ I ଦେଖ ତୁମେ ଏହାକୁ କିପରି ଯୋହନ ୧:୫୧ରେ ଅନୁବାଦ କରିଅଛ I

the dead will hear the voice of the Son of God, and those who hear will live

ଈଶ୍ବରଙ୍କ ପୁତ୍ର, ଯୀଶୁଙ୍କ ସ୍ବର ସମାଧିରୁ ମୃତ ଲୋକମାନଙ୍କୁ ଉଠାଇବ I (ଦେଖ: rc://*/ta/man/translate/guidelines-sonofgodprinciples)

Son of God

ଏହା ଯୀଶୁଙ୍କ ନିମନ୍ତେ ଏକ ଗୁରୁତ୍ବପୂର୍ଣ୍ଣ ଶୀର୍ଷକ ଅଟେ I (ଦେଖ: rc://*/ta/man/translate/guidelines-sonofgodprinciples)