or_tn/jhn/16/28.md

756 B

I came from the Father ... I am leaving the world and I am going to the Father

ତାହାଙ୍କ ମୃତ୍ୟୁ ଓ ପୁନରୁତ୍ଥାନ ପରେ ଯୀଶୁ ପିତାଙ୍କ ନିକଟକୁ ଫେରି ଯିବେ I

I came from the Father ... going to the Father

ଏଠାରେ “ପିତା” ଈଶ୍ବରଙ୍କ ନିମନ୍ତେ ଏକ ଗୁରୁତ୍ବପୂର୍ଣ୍ଣ ଶୀର୍ଷକ ଅଟେ I (ଦେଖ: rc://*/ta/man/translate/guidelines-sonofgodprinciples)

world

“ଜଗତ” ଏକ ରୂପକ ଅଟେ ଯାହା ଜଗତରେ ବାସ କରୁଥିବା ଲୋକମାନଙ୍କୁ ବୁଝାଏ I (ଦେଖ: rc://*/ta/man/translate/figs-metonymy)