or_tn/jhn/17/09.md

541 B

I do not pray for the world

ଏଠାରେ “ଜଗତ” ଏକ ରୂପକ ଅଟେ, ଯାହା ସେହି ଲୋକମାନଙ୍କୁ ବୁଝାଏ ଯେଉଁମାନେ ଈଶ୍ବରଙ୍କୁ ବିରୋଧ କରନ୍ତି I ଅନ୍ୟ ଏକ ଅନୁବାଦରେ: “ଯେଉଁମାନେ ତୁମ୍ଭର ନୁହନ୍ତି, ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁନାହିଁ” (ଦେଖ: rc://*/ta/man/translate/figs-metonymy)