or_tn/jud/01/06.md

960 B

their own position of authority

ଯେଉଁ ଦାୟିତ୍ବ ଈଶ୍ବର ସେମାନଙ୍କୁ ସମର୍ପଣ କରିଥିଲେ

God has kept them in everlasting chains, in utter darkness

ଈଶ୍ବର ଏହି ଦୂତମାନଙ୍କୁ ଏକ ଅନ୍ଧକାରମୟ ବନ୍ଧନରେ ରଖି ଅଛନ୍ତି, ଯେଉଁଠାରୁ ସେମାନେ କଦାପି ରକ୍ଷା ପାଇବେ ନାହିଁ

utter darkness

ଏଠାରେ “ଅନ୍ଧକାର” ଏକ ରୂପକ ଅଟେ ଯାହା ମୃତମାନଙ୍କ ସ୍ଥାନ ବା ନରକକୁ ବୁଝାଏ I ଅନ୍ୟଏକ ଅନୁବାଦରେ: “ନରକର ଘୋର ଅନ୍ଧକାରରେ” (ଦେଖ: rc://*/ta/man/translate/figs-metonymy)

the great day

ଶେଷ ଦିନରେ ଯେତେବେଳେ ଈଶ୍ବର ସମସ୍ତଙ୍କ ବିଚାର କରିବେ