or_tn/jud/01/12.md

2.1 KiB

Connecting Statement:

ଯିହୁଦା ଅଧାର୍ମିକ ଲୋକମାନଙ୍କ ବିଷୟରେ ବର୍ଣ୍ଣନା କରିବା ନିମନ୍ତେ ରୂପକର ଏକ ପର୍ଯ୍ୟାୟ ବ୍ୟବହାର କରୁଛନ୍ତି I ସେ ଏପରି ଲୋକମାନଙ୍କୁ ଚିହ୍ନିତ କରିବା ନିମନ୍ତେ ବିଶ୍ବାସୀମାନଙ୍କୁ ସଚେତନ କରନ୍ତି ଯେତେବେଳେ ସେମାନେ ସେମାନଙ୍କ ମଧ୍ୟରେ ଥିଲେ I

These are the ones

“ସେମାନେ” ଶବ୍ଦ ଯିହୂଦା ୧:୪ର “ଅଧାର୍ମିକ ଲୋକମାନଙ୍କୁ” ବୁଝାଏ I

hidden reefs

ପ୍ରବାଳଶ୍ରେଣୀ ବୃହତ ପ୍ରସ୍ତରମାନ ଅଟନ୍ତି ଯାହା ସମୁଦ୍ରରେ ଜଳପତ୍ତନର ଉତ୍ତାଳ ତରଙ୍ଗ ନିକଟବର୍ତ୍ତୀ ଅଟନ୍ତି I ଯେହେତୁ ନାବିକମାନେ ସେସବୁକୁ ଦେଖି ପାରନ୍ତି ନାହିଁ, ସେଗୁଡିକ ଅତି ବିପଜ୍ଜନକ ଅଟେ I ଜାହଜ ସହଜରେ ଧ୍ବଂସ ହୋଇପାରେ ଯଦି ସେଗୁଡିକ ଏହି ପ୍ରସ୍ତର ସହିତ ଧକ୍କା ହୁଅନ୍ତି I (ଦେଖ: rc://*/ta/man/translate/figs-metaphor)

twice dead, torn up by the roots

ମୂଳରୁ ଉତ୍ପାଟିତ ହୋଇଥିବା ଏକ ବୃକ୍ଷ ମୃତ୍ୟୁର ରୂପକ ଅଟେ I (ଦେଖ: rc://*/ta/man/translate/figs-metaphor)

torn up by the roots

ମୂଳରୁ ସମ୍ପୂର୍ଣ୍ଣ ଭାବରେ ଭୁମିରୁ ଉତ୍ପାଟିତ ହୋଇଥିବା ବୃକ୍ଷ ସଦୃଶ, ଅଧାର୍ମିକ ଲୋକମାନେ ଈଶ୍ବରଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଯେ ଜୀବନର ଉତ୍ସ ଅଟନ୍ତି I (ଦେଖ: rc://*/ta/man/translate/figs-metaphor)