or_tn/jud/01/13.md

2.6 KiB
Raw Permalink Blame History

violent waves in the sea

ଯେପରି ପ୍ରଚଣ୍ଡ ବାୟୁରେ ସମୁଦ୍ରର ତରଙ୍ଗସବୁ ଚାଳିତ ହୁଅନ୍ତି, ସେହିପରି ଅଧାର୍ମିକ ଲୋକମାନେ ସହଜରେ ଅନେକ ଦିଗକୁ ଚାଳିତ ହୁଅନ୍ତି I (ଦେଖ: rc://*/ta/man/translate/figs-metaphor)

foaming out their own shame

ଯେପରି ବାୟୁ ଉତ୍ତାଳ ତରଙ୍ଗରୁ ମଇଳାଯୁକ୍ତ ଫେଣ ଉଦଗାର କରିଥାଏ ସେହିପରି ଏହି ଲୋକମାନେ, ସେମାନଙ୍କ ଭ୍ରାନ୍ତ ଶିକ୍ଷା ଓ କର୍ମ ଦ୍ବାରା, ଆପଣାକୁ ଲଜ୍ଜା ଦିଅନ୍ତି I ଅନ୍ୟଏକ ଅନୁବାଦରେ: “ଅତଏବ ଯେପରି ଉତ୍ତାଳ ତରଙ୍ଗ ଫେଣ ଓ ଆବର୍ଜନା ଆଣନ୍ତି, ଏହି ଲୋକମାନେ ସେମାନଙ୍କ ଲଜ୍ଜା ସହିତ ଅନ୍ୟମାନଙ୍କୁ କଳୁଷିତ କରନ୍ତି”(ଦେଖ: rc://*/ta/man/translate/figs-metaphor)

They are wandering stars

ଯେଉଁମାନେ ପ୍ରାଚୀନ କାଳରେ ତାରାଗଣର ଅଧ୍ୟୟନ କରୁଥିଲେ, ସମୟ ସୁଚିତ କଲେ ଯେ ଯାହାକୁ ଆମେମାନେ ନକ୍ଷତ୍ର ମଣ୍ଡଳ କହିଥାଉ ସେମାନେ ନକ୍ଷତ୍ର ସଦୃଶ ଗତିଶୀଳ ନୁହନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ ଅଟନ୍ତି” (ଦେଖ: rc://*/ta/man/translate/figs-metaphor)

for whom the gloom of thick darkness has been reserved forever

ଏଠାରେ “ଅନ୍ଧକାର” ଏକ ରୂପକ ଅଟେ ଯାହା ମୃତମାନଙ୍କ ସ୍ଥାନ ଅବା ନରକକୁ ବୁଝାଏ I ଏଠାରେ “ଘନ ଅନ୍ଧକାର” ଏକ ରୂଢ଼ି ଅଟେ ଯାହାର ଅର୍ଥ “ଘୋର ଅନ୍ଧାର” ଅଟେ I” ଏଠାରେ “ସୁରକ୍ଷିତ” ଶବ୍ଦକୁ କର୍ତ୍ତୃବାଚ୍ୟରେ କୁହାଯାଇ ପାରିବ I ଅନ୍ୟଏକ ଅନୁବାଦରେ: “ଅତଏବ ଈଶ୍ବର ସେମାନଙ୍କୁ ଚିରକାଳ ନିମନ୍ତେ ନିରାଶ ଓ ନରକର ଅନ୍ଧକାରରେ ନିକ୍ଷେପ କରିବେ” (ଦେଖ: [[rc:///ta/man/translate/figs-metonymy]] ଓ [[rc:///ta/man/translate/figs-idiom]] ଓ rc://*/ta/man/translate/figs-activepassive)