or_tn/jud/01/14.md

636 B

the seventh from Adam

ଯଦି ଆଦମଙ୍କୁ ମାନବଜାତିର ପ୍ରଥମ ପୁରୁଷ ଭାବେ ଗଣନା କରାଯାଏ, ହନୋକ ସପ୍ତମ ପୁରୁଷ ଅଟନ୍ତି I ଯଦି ଆଦମଙ୍କ ସନ୍ତାନ ପ୍ରଥମ ସଦୃଶ ଗଣନା କରାଯିବ, ହନୋକ କ୍ରମାଗତଭାବେ ଷଷ୍ଠ ପୁରୁଷ ହେବେ I

Look

ଶୁଣ କିମ୍ବା “ମୁଁ କହିବାକୁ ଯାଉଥିବା ଏହି ଗୁରୁତ୍ବପୂର୍ଣ୍ଣ ବିଷୟ ପ୍ରତି ଧ୍ୟାନ ଦିଅ”