or_tn/jud/01/16.md

12 lines
766 B
Markdown

# grumblers, complainers
ଯେଉଁ ଲୋକମାନେ ଅଜ୍ଞାବହ ହେବାକୁ ଚାହାନ୍ତି ନାହିଁ ଓ ଐଶ୍ବରିକ ଅଧିକାର ବିରୁଦ୍ଧରେ କଟୁ କଥା କହନ୍ତି I “ବଚସାକାରୀ” ଧୀର ସ୍ବରରେ କହିଥାନ୍ତି, ଯେଉଁ ସମୟରେ “ଅଭିଯୋଗକାରୀ” ପ୍ରକାଶ୍ୟରେ କହନ୍ତି I
# loud boasters
ଯେଉଁ ଲୋକମାନେ ଆପଣାକୁ ପ୍ରଶଂସା କରନ୍ତି, ଯେପରି ଅନ୍ୟମାନେ ଶୁଣି ପାରିବେ I
# flatter others
ଅନ୍ୟମାନଙ୍କୁ ମିଥ୍ୟା ପ୍ରଶଂସା କରନ୍ତି