or_tn/jud/01/18.md

1.0 KiB

will follow their own ungodly desires

ଏହି ଲୋକମାନଙ୍କ ବିଷୟରେ କୁହାଯାଏ ଯେପରି ସେମାନଙ୍କ ଅଭିଳାଷଗୁଡିକ ରାଜାମାନଙ୍କ ସଦୃଶ ଅଟେ ଯେଉଁମାନେ ସେମାନଙ୍କ ଉପରେ ରାଜତ୍ବ କରନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଚାହୁଁଥିବା ମନ୍ଦ କାର୍ଯ୍ୟସବୁ କରି ଈଶ୍ବରଙ୍କ ଅଗୌରବ କରିବା କଦାପି ବନ୍ଦ କରିବାରେ ସକ୍ଷମ ନୁହନ୍ତି “ (ଦେଖ: rc://*/ta/man/translate/figs-metaphor)

will follow their own ungodly desires

ସଂସାରିକ ଅଭିଳାଷ ଗୁଡିକ ବିଷୟରେ କୁହାଯାଏ ଯେପରି ସେଗୁଡିକ ଏକ ପଥ ଅଟେ ଯାହା ଜଣେ ବ୍ୟକ୍ତି ଅନୁକରଣ କରେ I (ଦେଖ: rc://*/ta/man/translate/figs-metaphor)