12 lines
949 B
Markdown
12 lines
949 B
Markdown
# Connecting Statement:
|
|
|
|
ଯିହୂଦା ବିଶ୍ବାସୀମାନଙ୍କୁ କହୁଛନ୍ତି ଯେ ସେମାନେ କିପରି ଜୀବନଯାପନ କରିବା ଉଚିତ ଓ ସେମାନେ କିପରି ଅନ୍ୟମାନଙ୍କୁ ବ୍ୟବହାର କରିବା ଉଚିତ I
|
|
|
|
# But you, beloved
|
|
|
|
ସେମାନଙ୍କ ପରି ହୁଅ ନାହିଁ, ହେ ପ୍ରିୟମାନେ I ତା’ ପରିବର୍ତ୍ତେ
|
|
|
|
# build yourselves up
|
|
|
|
ଈଶ୍ବରଙ୍କଠାରେ ଭରସା କରିବା ନିମନ୍ତେ ସମର୍ଥ ହୋଇ ବୃଦ୍ଧି ହୁଅ ଓ ତାହାଙ୍କ ଅଜ୍ଞାବହ ହେବା ବିଷୟରେ କୁହାଯାଏ ଯେପରି ଏହା ଏକ ଗୃହ ନିର୍ମାଣ କରିବାର ପ୍ରକ୍ରିୟା ଥିଲା I (ଦେଖ: [[rc://*/ta/man/translate/figs-metaphor]])
|