or_tn/jud/01/23.md

1.7 KiB

snatching them out of the fire

ଚିତ୍ରଣ କରେ ଯେ ସେମାନେ ଦଗ୍ଧ ହେବାକୁ ଆରମ୍ଭ କରିବା ପୂର୍ବରୁ ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଖ୍ରୀଷ୍ଟ ବିହୀନ ହୋଇ ମୃତ୍ୟୁଭୋଗ କରିବାଠାରୁ ସେମାନଙ୍କୁ ରକ୍ଷା କରିବାକୁ ସେମାନଙ୍କ ନିମନ୍ତେ ଯାହା ଆବଶ୍ୟକ, ତାହା କରନ୍ତି I ଏହା ଅଗ୍ନି ମଧ୍ୟରୁ ସେମାନଙ୍କୁ ଟାଣି ଆଣିବା ସଦୃଶ ଅଟେ” (ଦେଖ: rc://*/ta/man/translate/figs-metaphor)

To others be merciful with fear

ଅନ୍ୟମାନଙ୍କ ପ୍ରତି ଦୟାଳୁ ହୁଅ, କିନ୍ତୁ ସେମାନେ ଯେପ୍ରକାରେ ପାପ କଲେ, ସେପରି କରିବାକୁ ଭୟଭୀତ ହୁଅ

Hate even the garment stained by the flesh

ଯିହୂଦା ଆପଣା ପାଠକମାନଙ୍କୁ ସତର୍କ କରାଇବା ନିମନ୍ତେ ଅତିରଞ୍ଜନ କରୁଛନ୍ତି ଯେ ସେମାନେ ସେହି ପାପୀମାନଙ୍କ ସଦୃଶ ହୋଇ ଯିବେ I ଅନ୍ୟଏକ ଅନୁବାଦରେ: “ସେମାନଙ୍କୁ ଏପରି ବ୍ୟବହାର କର ଯେପରି ସେମାନଙ୍କ ବସ୍ତ୍ର ସ୍ପର୍ଶ କରିବା ଦ୍ବାରା ତୁମ୍ଭେମାନେ ପାପର ଦୋଷୀ ହୋଇ ପାର” (ଦେଖ: rc://*/ta/man/translate/figs-hyperbole)