or_tn/jud/01/23.md

12 lines
1.7 KiB
Markdown

# snatching them out of the fire
ଚିତ୍ରଣ କରେ ଯେ ସେମାନେ ଦଗ୍ଧ ହେବାକୁ ଆରମ୍ଭ କରିବା ପୂର୍ବରୁ ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଖ୍ରୀଷ୍ଟ ବିହୀନ ହୋଇ ମୃତ୍ୟୁଭୋଗ କରିବାଠାରୁ ସେମାନଙ୍କୁ ରକ୍ଷା କରିବାକୁ ସେମାନଙ୍କ ନିମନ୍ତେ ଯାହା ଆବଶ୍ୟକ, ତାହା କରନ୍ତି I ଏହା ଅଗ୍ନି ମଧ୍ୟରୁ ସେମାନଙ୍କୁ ଟାଣି ଆଣିବା ସଦୃଶ ଅଟେ” (ଦେଖ: [[rc://*/ta/man/translate/figs-metaphor]])
# To others be merciful with fear
ଅନ୍ୟମାନଙ୍କ ପ୍ରତି ଦୟାଳୁ ହୁଅ, କିନ୍ତୁ ସେମାନେ ଯେପ୍ରକାରେ ପାପ କଲେ, ସେପରି କରିବାକୁ ଭୟଭୀତ ହୁଅ
# Hate even the garment stained by the flesh
ଯିହୂଦା ଆପଣା ପାଠକମାନଙ୍କୁ ସତର୍କ କରାଇବା ନିମନ୍ତେ ଅତିରଞ୍ଜନ କରୁଛନ୍ତି ଯେ ସେମାନେ ସେହି ପାପୀମାନଙ୍କ ସଦୃଶ ହୋଇ ଯିବେ I ଅନ୍ୟଏକ ଅନୁବାଦରେ: “ସେମାନଙ୍କୁ ଏପରି ବ୍ୟବହାର କର ଯେପରି ସେମାନଙ୍କ ବସ୍ତ୍ର ସ୍ପର୍ଶ କରିବା ଦ୍ବାରା ତୁମ୍ଭେମାନେ ପାପର ଦୋଷୀ ହୋଇ ପାର” (ଦେଖ: [[rc://*/ta/man/translate/figs-hyperbole]])