or_tn/jud/01/24.md

1.2 KiB

Connecting Statement:

ଯିହୂଦା ଆଶୀର୍ବାଦ ସହ ଶେଷ କରୁଛନ୍ତି I

to cause you to stand before his glorious presence

ତାହାଙ୍କ ଗୌରବ ଦିପ୍ତୀମୟ ଆଲୋକ ସଦୃଶ ଯାହା ତାହାଙ୍କ ମହାନତାକୁ ବୁଝାଏ I ଅନ୍ୟଏକ ଅନୁବାଦରେ: “ଅତଏବ ତାହାଙ୍କ ଗୌରବକୁ ଉପଭୋଗ ଓ ଉପାସନା କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁମତି ଦେବେ” (ଦେଖ: rc://*/ta/man/translate/figs-metaphor)

glorious presence without blemish and with

ଏଠାରେ ପାପ ବିଷୟରେ କୁହାଯାଏ ଯେପରି ଏହା ଜଣେ ବ୍ୟକ୍ତିର ଶରୀରରେ ମଇଳା ବା ଏକ କଳଙ୍କ ସଦୃଶ ଅଟେ I ଅନ୍ୟଏକ ଅନୁବାଦରେ: “ଗୌରବମୟ ଉପସ୍ଥିତି, ଯେଉଁଠାରେ ତୁମ୍ଭେମାନେ ପାପରହିତ ହେବ ଏବଂ ପ୍ରାପ୍ତ କରିବ” (ଦେଖ: rc://*/ta/man/translate/figs-metaphor)