or_tn/phm/01/19.md

2.4 KiB

I, Paul, write this with my own hand

ମୁଁ, ପାଉଲ, ନିଜେ ଏହା ଲେଖୁଅଛି I ପାଉଲ ଏହି ଅଂଶକୁ ନିଜ ହାତରେ ଲେଖିଥିଲେ, ଯେପରି ଫିଲୀମୋନ ଜାଣିବେ ଯେ ସେହି ସବୁ ବାକ୍ୟଗୁଡିକ ପ୍ରକୃତରେ ପାଉଲଙ୍କଠାରୁ ଅଟନ୍ତି I ପାଉଲ ପ୍ରକୃତରେ ତାହାଙ୍କୁ ପରିଶୋଧ କରିବେ I

not to mention

ମୁଁ ତୁମ୍ଭକୁ ସ୍ମରଣ କରାଇବା ଆବଶ୍ୟକ ନାହିଁ କିମ୍ବା “ତୁମ୍ଭେ ଜାଣି ସାରିଅଛ I” ପାଉଲ କହୁଛନ୍ତି ଯେ ସେ ଏହା ଫିଲୀମୋନଙ୍କୁ କହିବା ଆବଶ୍ୟକ ନାହିଁ, କିନ୍ତୁ ଯେକୌଣସି ପ୍ରକାରେ ତାହାଙ୍କୁ କହିବା ଜାରି ରଖିଛନ୍ତି I ଏହା ପାଉଲ ତାହାଙ୍କୁ କହୁଥିବା ସତ୍ୟତାକୁ ଗୁରୁତ୍ବାରୋପ କରେ I (ଦେଖ: rc://*/ta/man/translate/figs-irony)

you owe me your own self

ତୁମ୍ଭେ ନିଜେ ମୋ ନିକଟରେ ଚିରୠଣୀ ଅଟ I ପାଉଲ ସୂଚାଇ ଦେଉଛନ୍ତି ଯେ ଫିଲୀମୋନ ଏହା କହିବା ଉଚିତ ନୁହଁ ଯେ ଅନୀସିମ କିମ୍ବା ପାଉଲ ତାହାଙ୍କ ନିକଟରେ କୌଣସି ବିଷୟ ନିମନ୍ତେ ୠଣୀ ଥିଲେ, କାରଣ ଫିଲୀମୋନ ପାଉଲଙ୍କ ନିକଟରେ ଆହୁରି ଅଧିକ ୠଣୀ ଥିଲେ I ଫିଲୀମୋନ ପାଉଲଙ୍କ ନିକଟରେ ୠଣୀ ଥିବା ବିଷୟ ସ୍ପଷ୍ଟ କରାଯାଇପାରିବ I ଅନ୍ୟ ଏକ ଅନୁବାଦରେ: “ତୁମ୍ଭେ ମୋ ନିକଟରେ ଅଧିକ ୠଣୀ, କାରଣ ମୁଁ ତୁମ୍ଭର ଜୀବନକୁ ଉଦ୍ଧାର କରିଅଛି” କିମ୍ବା “ତୁମ୍ଭେ ମୋ ନିକଟରେ ତୁମ୍ଭ ଜୀବନର ୠଣୀ ଅଟ, କାରଣ ମୁଁ ତୁମ୍ଭକୁ ଯାହା କହିଲି, ତାହା ତୁମ୍ଭର ଜୀବନକୁ ଉଦ୍ଧାର କରିଅଛି” (ଦେଖ: rc://*/ta/man/translate/figs-explicit)