or_tn/phm/01/20.md

1.2 KiB

refresh my heart in Christ

ଏଠାରେ “ଆଶ୍ବାସ” ସାନ୍ତ୍ବନା ଓ ଉତ୍ସାହ ନିମନ୍ତେ ଏକ ରୂପକ ଅଟେ I ଏଠାରେ “ହୃଦୟ” ଜଣେ ବ୍ୟକ୍ତିର ଅନ୍ତରର ଅନୁଭୂତି, ଭାବନା ଓ ଆନ୍ତରିକ ପୁରୁଷ ନିମନ୍ତେ ଏକ ରୂପକ ଅଟେ I ପାଉଲ ତାହାଙ୍କର ହୃଦୟକୁ ଫିଲୀମୋନ ଆଶ୍ବାସ କରନ୍ତୁ ବୋଲି ଚାହୁଁଥିବା ବିଷୟକୁ ସ୍ପଷ୍ଟ କରାଯାଇପାରିବ I ଅନ୍ୟ ଏକ ଆନୁବାଦରେ: “ଖ୍ରୀଷ୍ଟଙ୍କଠାରେ ମୋତେ ଉତ୍ସାହିତ କର” କିମ୍ବା “ଖ୍ରୀଷ୍ଟଙ୍କଠାରେ ମୋତେ ସାନ୍ତ୍ବନା ଦିଅ” କିଅବା “ଦୟାକରି ଅନୀସିମଙ୍କୁ ଗ୍ରହଣକରି ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ବାସ ଦିଅ”(ଦେଖ: [[rc:///ta/man/translate/figs-metaphor]] ଓ [[rc:///ta/man/translate/figs-metonymy]] ଓ rc://*/ta/man/translate/figs-explicit)