or_tn/phm/01/22.md

637 B

At the same time

ଆହୁରି ମଧ୍ୟ

prepare a guest room for me

ତୁମ୍ଭ ଗୃହରେ ମୋ ନିମନ୍ତେ ଏକ କୋଠରୀ ପ୍ରସ୍ତୁତ ରଖ I ପାଉଲ ଫିଲୀମୋନଙ୍କୁ ତାହାଙ୍କ ନିମନ୍ତେ ଏହା କରିବାକୁ ବିନତି କରୁଛନ୍ତି I

I will be given back to you

ଯେଉଁମାନେ ମୋତେ ବନ୍ଦୀରେ ରଖିଛନ୍ତି, ସେମାନେ ମୋତେ ମୁକ୍ତ କରିବେ, ଯେପରି ମୁଁ ତୁମ୍ଭ ପାଖକୁ ଯାଇ ପାରିବି I