or_tn/rev/11/07.md

664 B
Raw Permalink Blame History

bottomless pit

ଏହା ଏକ ଅତି ଗଭୀର ଓ ସଂକୀର୍ଣ୍ଣ ଗର୍ତ୍ତ ଅଟେ I ସମ୍ଭାବିତ ଅର୍ଥ ଗୁଡିକ ୧) ଗର୍ତ୍ତର ତଳ ବୋଲି କିଛି ନାହିଁ; ଏହା ଅନନ୍ତ କାଳ ନିମନ୍ତେ ତଳକୁ ତଳକୁ ଯାଉଥାଏ କିମ୍ବା ) ଗର୍ତ୍ତ ଏତେ ଗଭୀର ଯେପରି ଏହାର ତଳ ବୋଲି କିଛି ନାହିଁ I ଦେଖ, ତୁମେ ଏହାକୁ କିପରି ପ୍ରକାଶିତ ବାକ୍ୟ ୯:୧ରେ ଅନୁବାଦ କରିଅଛ I