or_tn/rev/12/13.md

12 lines
1.2 KiB
Markdown

# the dragon realized he had been thrown down to the earth
ଏହାକୁ କର୍ତ୍ତୃବାଚ୍ୟରେ କୁହାଯାଇ ପାରିବ I ଅନ୍ୟଏକ ଅନୁବାଦରେ: “ସର୍ପ ବୁଝି ପାରିଲା ଯେ ଈଶ୍ବର ତାହାକୁ ସ୍ବର୍ଗରୁ ନିକ୍ଷେପ କରି ପୃଥିବୀକୁ ପଠାଇ ଅଛନ୍ତି” (ଦେଖ:[[rc://*/ta/man/translate/figs-activepassive]])
# he pursued the woman
ସେ ସ୍ତ୍ରୀଲୋକକୁ ପଛରେ ଗୋଡାଇଲା
# dragon
ଏହା ଏକ ଝିଟିପିଟି ସଦୃଶ ଏକ ପ୍ରକାଣ୍ଡ, ଭୟଙ୍କର ସରୀସୃପ ଥିଲା I ଯିହୂଦୀ ଲୋକମାନଙ୍କ ନିମନ୍ତେ ଏହା ମନ୍ଦତା ଓ ଅରାଜକତାର ନିଦର୍ଶନ ଅଟେ I ୯ ପଦରେ ସର୍ପକୁ “ଦିଆବଳ ବା ଶୟତାନ” ଭାବେ ମଧ୍ୟ କୁହାଯାଇଛି I ଦେଖ ତୁମେ ଏହାକୁ କିପରି [ପ୍ରକାଶିତ ବାକ୍ୟ ୧୨:୩](../12/03.md)ରେ ଅନୁବାଦ କରିଅଛ I (ଦେଖ:[[rc://*/ta/man/translate/writing-symlanguage]])