or_tn/rev/16/03.md

789 B
Raw Permalink Blame History

poured out his bowl

“ପାତ୍ର” ଶବ୍ଦ ପାତ୍ରରେ ଥିବା ବସ୍ତୁକୁ ବୁଝାଏ I ଦେଖ ତୁମେ ଏହାକୁ କିପରି ପ୍ରକାଶିତ ବାକ୍ୟ ୧୬:ରେ ଅନୁବାଦ କରିଅଛ I ଅନ୍ୟଏକ ଅନୁବାଦରେ: “ଆପଣା ପାତ୍ରରୁ ଦ୍ରାକ୍ଷାରସ ଢାଳିଲେ” କିମ୍ବା “ଆପଣା ପାତ୍ରରୁ ଈଶ୍ବରଙ୍କ କ୍ରୋଧ ଢାଳିଲେ” (ଦେଖ: rc://*/ta/man/translate/figs-metonymy)

the sea

ଏହା ସମସ୍ତ ଲବଣ ଜଳର ହ୍ରଦ ଓ ସାଗରଗୁଡିକୁ ବୁଝାଏ I(ଦେଖ: rc://*/ta/man/translate/figs-synecdoche)