or_tn/tit/01/03.md

886 B

At the right time

ଯଥା ସମୟରେ

he revealed his word

ପାଉଲ ଈଶ୍ବରଙ୍କ ବାକ୍ୟ ବିଷୟରେ କହନ୍ତି ଯେ ସତେ ଯେପରି ଏହା ଗୋଟିଏ ପଦାର୍ଥ, ଯାହାକୁ ଦୃଶ୍ୟଭାବରେ ଲୋକମାନଙ୍କୁ ଦେଖାଇ ଦିଆଯାଇପାରିବ I ବିକଳ୍ପ ଅନୁବାଦ: “ସେ ମୋତେ ତାହାଙ୍କର ସମ୍ବାଦ ବୁଝିବାକୁ ଦେଲେ” (ଦେଖ: rc://*/ta/man/translate/figs-metaphor)

he trusted me to deliver

ସେ ମୋ’ଠାରେ ଭରସା କଲେ କିମ୍ବା “ସେ ମୋତେ ପ୍ରଚାର କରିବାକୁ ଦାୟିତ୍ବ ଦେଲେ”

God our Savior

ଆମ୍ଭମାନଙ୍କ ତ୍ରାଣକାର୍ତ୍ତା ଈଶ୍ବର