or_tn/tit/02/01.md

1.1 KiB

Connecting Statement:

ପାଉଲ ତୀତସଙ୍କୁ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାର କାରଣ ଦେଉଛନ୍ତି ଓ ବୟୋଧିକ ପୁରୁଷମାନେ, ବୟୋଧିକା ସ୍ତ୍ରୀମାନେ, ଯୁବାମାନେ ଓ ଦାସ କି ସେବକମାନେ ବିଶ୍ବାସୀଭାବରେ କିପରି ଜୀବନ କାଟିବା ଉଚିତ, ତାହା ବୁଝାଉଛନ୍ତି I

But you, speak what fits

ପାଉଲ ଏହାର ବିପରୀତ ବିଷୟକୁ ସୂଚାଉଛନ୍ତି I ବିକଳ୍ପ ଅନୁବାଦ: “କିନ୍ତୁ ତୁମ୍ଭେ, ହେ ତୀତସ୍, ଭଣ୍ଡ ଶିକ୍ଷକମାନଙ୍କ ବିପରୀତରେ, ଉପଯୁକ୍ତ ବିଷୟ କହିବାକୁ ନିଶ୍ଚିତ ହୁଅ” (ଦେଖ: rc://*/ta/man/translate/figs-explicit)

with faithful instruction

ହିତଜନକ ଶିକ୍ଷା ସହ କିମ୍ବା “ସଠିକ୍ ଶିକ୍ଷା ସହ”