or_tn/tit/02/11.md

702 B

Connecting Statement:

ପାଉଲ ତୀତସଙ୍କୁ ଯୀଶୁଙ୍କ ଆଗମନକୁ ଅପେକ୍ଷା କରିବାକୁ ଓ ଯୀଶୁଙ୍କ ଦ୍ବାରା ପ୍ରାପ୍ତ ଅଧିକାରକୁ ସ୍ମରଣ କରିବାକୁ ଉତ୍ସାହିତ କରୁଛନ୍ତି I

the grace of God has appeared

ପାଉଲ ଈଶ୍ବରଙ୍କ ଅନୁଗ୍ରହ ବିଷୟରେ କହନ୍ତି ଯେ ସତେ ଯେପରି ଏହା ଅନ୍ୟ ଲୋକମାନଙ୍କ ନିକଟକୁ ଯାଉଥିବା ଜଣେ ବ୍ୟକ୍ତି ଅଟନ୍ତି I (ଦେଖ: rc://*/ta/man/translate/figs-personification)