or_tn/tit/02/14.md

895 B

gave himself for us

ଏହା ଯୀଶୁଙ୍କର ସ୍ବେଚ୍ଛାକୃତ ମୃତ୍ୟୁଭୋଗକୁ ବୁଝାଏ I ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ମୃତ୍ୟୁଭୋଗ କରିବାକୁ ଦେଲେ” (ଦେଖ: rc://*/ta/man/translate/figs-explicit)

to redeem us from all lawlessness

ପାଉଲ ଯୀଶୁଙ୍କ ବିଷୟରେ କହନ୍ତି ଯେ ସତେ ଯେପରି ସେ ଦାସମାନଙ୍କୁ ସେମାନଙ୍କ କର୍ତ୍ତାମାନଙ୍କଠାରୁ ମୁକ୍ତ କରୁଅଛନ୍ତି I (ଦେଖ: rc://*/ta/man/translate/figs-metaphor)

a special people

ସେ ସଞ୍ଚୟ କରୁଥିବା ଗୋଟିଏ ଲୋକ ଦଳ

are eager

ଏକ ଦୃଢ଼ ଇଚ୍ଛା ରଖ