or_tn/tit/03/03.md

2.7 KiB

For once we ourselves

ଏହାର କାରଣ ହେଉଛି, ଆମ୍ଭେମାନେ ମଧ୍ୟ ପୂର୍ବେ

once

ପୂର୍ବ ସମୟରେ ବା “କୌଣସି ସମୟରେ” କିମ୍ବା “ଆଗରୁ”

we ourselves

ଏପରିକି ଆମ୍ଭେମାନେ କିମ୍ବା “ଆମ୍ଭେମାନେ ମଧ୍ୟ”

were thoughtless

ନିର୍ବୋଧ ଥିଲୁ କିମ୍ବା “ଅଜ୍ଞାନ ଥିଲୁ”

We were led astray and enslaved by various passions and pleasures

କୁଅଭିଳାଷ ଓ ସୁଖଭୋଗ ବିଷୟରେ କୁହାଯାଏ ଯେ ସତେ ଯେପରି ସେଗୁଡ଼ିକ ଲୋକମାନଙ୍କ ଉପରେ କର୍ତ୍ତା ଅଟନ୍ତି ଓ ସେମାନଙ୍କୁ ମିଥ୍ୟାକହି ସେମାନଙ୍କୁ ଆପଣାର ଦାସ କରିଅଛନ୍ତି I ଏହାକୁ କର୍ତ୍ତୃବାଚ୍ୟଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ବିଭିନ୍ନ ପ୍ରକାର କୁଅଭିଳାଷ ଓ ସୁଖଭୋଗ ଆମ୍ଭମାନଙ୍କୁ ମିଥ୍ୟା କହି ଆମ୍ଭମାନଙ୍କୁ ଭ୍ରାନ୍ତ ପଥରେ ନେଇଯାଇଥିଲା” କିମ୍ବା “ଆମ୍ଭେମାନେ ଆପଣା ଆପଣାକୁ ବିଭିନ୍ନ ପ୍ରକାର କୁଅଭିଳାଷ ଓ ସୁଖଭୋଗର ମିଥ୍ୟାକୁ ବିଶ୍ବାସ କରିବାକୁ ଦେଇଥିଲୁ ଓ ତା’ପରେ ଆମ୍ଭମାନଙ୍କ ଅନୁଭବକୁ ଆୟତ୍ତ କରିପାରି ନ ଥିଲୁ କି ଆମ୍ଭମାନଙ୍କୁ ସୁଖ ଦେବ ବୋଲି ଭାବିଥିବା ବିଷୟକୁ ଅଟକାଇ ପାରି ନ ଥିଲୁ” (ଦେଖ: [[rc:///ta/man/translate/figs-personification]] ଓ [[rc:///ta/man/translate/figs-activepassive]])

passions

କୁଅଭିଳାଷ କିମ୍ବା “ଅଭିଳାଷ”

We lived in evil and envy

ଏଠାରେ “ମନ୍ଦତା” ଓ “ଈର୍ଷା” ପାପ ନିମନ୍ତେ ଏକାପରି ଶବ୍ଦ ଅଟେ I ବିକଳ୍ପ ଅନୁବାଦ: “ଆମ୍ଭେମାନେ ସର୍ବଦା ମନ୍ଦ କାର୍ଯ୍ୟ କରୁଥିଲୁ ଓ ଅନ୍ୟମାନଙ୍କର ଯାହା ଅଛି, ତାହା ପାଇବାକୁ ଚାହୁଁଥିଲୁ” (ଦେଖ: rc://*/ta/man/translate/figs-hendiadys)

We were detestable

ଆମ୍ଭେମାନେ ଅନ୍ୟମାନଙ୍କ ଘୃଣାର ପାତ୍ର ଥିଲୁ