or_tn/tit/03/05.md

788 B

by his mercy

ଯେହେତୁ ସେ ଆମ୍ଭମାନଙ୍କ ପ୍ରତି ଦୟା କଲେ

washing of new birth

ପାପୀମାନଙ୍କ ପାଇଁ ଈଶ୍ବରଙ୍କ କ୍ଷମା ବିଷୟରେ ପାଉଲ ସମ୍ଭବତଃ କହୁଛନ୍ତି ଯେ ସତେ ଯେପରି ସେ ଶାରୀରିକ ଭାବରେ ସେମାନଙ୍କୁ ଧୋଇଦେଉଛନ୍ତି I ସେ ମଧ୍ୟ ଈଶ୍ବରଙ୍କ ନିକଟକୁ ଫେରୁଥିବା ପାପୀମାନଙ୍କ ବିଷୟରେ କହୁଛନ୍ତି ଯେ ସତେ ଯେପରି ସେମାନେ ପୁନର୍ଜନ୍ମ ପ୍ରାପ୍ତ ହୋଇଛନ୍ତି I (ଦେଖ: rc://*/ta/man/translate/figs-metaphor)