672 B
672 B
walk in love
ଜୀବନ ଯାପନ କରିବା ଚିନ୍ତାଧାରାକୁ ପ୍ରକାଶ କରିବାପାଇଁ ସାଧାରଣଭାବରେ ଆଚରଣ କରିବା ବୋଲି କୁହାଯାଏ I ବିକଳ୍ପ ଅନୁବାଦ: “ଏକ ପ୍ରେମର ଜୀବନ ଯାପନ କର” କିମ୍ବା “ସର୍ବଦା ପରସ୍ପରକୁ ପ୍ରେମ କର” (ଦେଖ: rc://*/ta/man/translate/figs-metaphor)
a fragrant offering and sacrifice to God
ଈଶ୍ବରଙ୍କ ନିମନ୍ତେ ଏକ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ବରୂପେ