816 B
816 B
I made your name known to them
“ନାମ” ଶବ୍ଦ ଈଶ୍ବରଙ୍କୁ ବୁଝାଏ I ଅନ୍ୟ ଏକ ଅନୁବାଦରେ: “ତୁମ୍ଭେ କି ପ୍ରକାର, ମୁଁ ତାହା ସେମାନଙ୍କ ନିକଟରେ ପ୍ରକାଶ କରିଅଛି” (ଦେଖ: rc://*/ta/man/translate/figs-metonymy)
love ... loved
ଏହି ପ୍ରକାର ପ୍ରେମ ଈଶ୍ବରଙ୍କଠାରୁ ଆସିଥାଏ ଓ ଅନ୍ୟମାନଙ୍କ ମଙ୍ଗଳ ସାଧନ କରେ, ଏପରିକି ଯଦିୟ ଜଣକର ଉପକାରରେ ଆସି ନଥାଏ I ଏହି ପ୍ରକାର ପ୍ରେମ ସେମାନେ ଯାହା କଲେ ବି ଅନ୍ୟମାନଙ୍କର ଯତ୍ନ ନେଇଥାଏ I