16 lines
1.0 KiB
Markdown
16 lines
1.0 KiB
Markdown
# these dreamers
|
||
|
||
ଯେଉଁ ଲୋକମାନେ ଈଶ୍ବରଙ୍କ ଅବଜ୍ଞା କରନ୍ତି, କାରଣ ସମ୍ଭବତଃ ସେମାନେ ଦର୍ଶନ ଦେଖି ଦାବି କଲେ ଯାହା ସେମାନଙ୍କୁ ସେସବୁ କରିବାକୁ ଅଧିକାର ଦେଲା
|
||
|
||
# pollute their bodies
|
||
|
||
ଏହି ରୂପକ କହେ ଯେ ସେମାନଙ୍କ ପାପ ସେମାନଙ୍କ ଶରୀରକୁ ଅଶୁଚୀ କରେ – ଅର୍ଥାତ୍, ସେମାନଙ୍କ କାର୍ଯ୍ୟକଳାପ – ଅଗ୍ରହଣୀୟ ହୁଏ ଯେପରି ଆବର୍ଜନା ଏକ ଝରଣାରେ ଜଳ ପାନ କରିବା ନିମନ୍ତେ ଅନୁପଯୁକ୍ତ କରିଥାଏ I (ଦେଖ: [[rc://*/ta/man/translate/figs-metaphor]])
|
||
|
||
# say slanderous things
|
||
|
||
ଅପମାନଜନକ କଥା କହନ୍ତି
|
||
|
||
# glorious ones
|
||
|
||
ଏହା ଆତ୍ମିକ ପ୍ରାଣୀକୁ ବୁଝାଏ, ଯେପରିକି ଦୁତଗଣ I
|