1.1 KiB
1.1 KiB
General Information:
ଏହି ପତ୍ରରେ “ଆମ୍ଭମାନଙ୍କ” ଶବ୍ଦ ଉଭୟ ଯିହୂଦା ଓ ବିଶ୍ବାସୀମାନଙ୍କୁ ଅନ୍ତର୍ଭୁକ୍ତ କରେ I (ଦେଖ: rc://*/ta/man/translate/figs-inclusive)
Connecting Statement:
ଯିହୂଦା ବିଶ୍ବାସୀମାନଙ୍କୁ ଏହି ପତ୍ର ଲେଖିବାର କାରଣ କହୁଛନ୍ତି I
our common salvation
ଯେଉଁ ପରିତ୍ରାଣରେ ଆମେମାନେ ଅଂଶୀ ଅଟୁ
I had to write
ମୁଁ ଲେଖିବା ନିମନ୍ତେ ଅତି ଆବଶ୍ୟକ ମନେ କଲି କିମ୍ବା “ମୁଁ ଲେଖିବା ନିମନ୍ତେ ଅତି ଜରୁରୀ ମନେ କଲି”
to exhort you to struggle earnestly for the faith
ସତ୍ୟ ଶିକ୍ଷାରେ ସମର୍ଥନ କରିବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ
once for all
ପରିଶେଷରେ ଓ ସମ୍ପୂର୍ଣ୍ଣରୁପେ