ory_gen_text_reg/01/03.txt

1 line
700 B
Plaintext

\v 3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। \p \v 4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। \p \v 5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।